ଭୁବନେଶ୍ବର ୦୧/୦୨/୨୩ :- ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ। ସେ ଲିଭର ସିରିଓସିସ ରୋଗରେ ପୀଡ଼ିତ ଥିବା ସୂଚନା। କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା କରୁଥିବା ଡାକ୍ତର ଦିଲ୍ଲୀ ନେଇ ଅତ୍ୟାଧୁନିକ ପ୍ରଣାଳୀରେ ଟ୍ରିଟମେଣ୍ଟ କରିବାକୁ ପରାମର୍ଶ ଦେଇଥିବା କୁହାଯାଉଛି ।
Post a Comment