Header ADS

କାଲିଠୁ ଖରାଛୁଟି, ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା


ଭୁବନେଶ୍ଵର,୨୦/୦୪/୨୩ :-  ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ୍‌ ଛୁଟି ଘୋଷଣା ହୋଇଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ବଢ଼ି ଚାଲିଥିବା ଖରାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା ହୋଇଛି। 

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି। ଚଳିତ ବର୍ଷ ପ୍ରବଳ ଗ୍ରୀଷ୍ଣ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର୍‌ କରିଛିା ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛିା 




Post a Comment

أحدث أقدم
Header ADS