Header ADS

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥ ଖଳା।


 ପୁରୀ , ୨୪/୦୪/୨୩ :- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥ ଖଳା।
ଆଜି ରଥ ଖଳାରେ କରତି ସେବକମାନେ ତିନି ରଥର ଦୁଇଟି ଲେଖାଏଁ ତୁମ୍ବ କାଠ କାଟିଥିଲେ । ଦୁଇଟି ଲେଖାଏଁ ତୁମ୍ବରୁ ତିନିରଥର ମହାରଣା ମାନେ ବାରିସୀରେ ହାଣି ଗୋଟେ ଲେଖାଏଁ ତୁମ୍ଭ ଗୋଲେଇ କାର୍ଯ୍ୟ ସମ୍ପନ୍ନ କରିଛନ୍ତି !
ତେବେ ଚତୁର୍ଦ୍ଧାମୂର୍ତ୍ତି ଙ୍କ ଚଳିତ ବର୍ଷ ରଥଯାତ୍ରା ପାଇଁ ସମସ୍ତ ନୀତି ବିଧି ଅନୁସାରେ ସମାପନ ହେବା ନେଇ ସୂଚନା ମିଳିଛି।

Post a Comment

أحدث أقدم
Header ADS