ଓଡ଼ିଶା ଆଦର୍ଶ ଲାଇଭ ବ୍ୟୁରୋ : ରାଜଧାନୀରେ ଗର୍ଜିଛନ୍ତି ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ । ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସ୍ଥାୟୀ ନିଯୁକ୍ତି, ସମାନ କାମକୁ ସମାନ ଦରମା, ଛଟେଇ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି, ପେନସନ ଲାଗୁ ସହ ଗର୍ଭବତୀ ସମୟରେ ଛୁଟି ଦେବା ଭଳି ୧୦ଟି ଦାବି କରିଛନ୍ତି। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ସରକାରୀ ଆଉଟସୋର୍ସିଂ କର୍ମଚାରୀ ବିଶାଳ ଗଣଧାରଣ ଦେଇଛନ୍ତି । ହଜାର ହଜାର ସଂଖ୍ୟାରେ ଏକାଠି ହୋଇଛନ୍ତି ପ୍ରତିବାଦକାରୀ ।
ସ୍ଥାୟୀ ନିଯୁକ୍ତି ଦାବି : ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ; ଅଭିଯୋଗ, ବାରମ୍ବାର ପ୍ରତିଶ୍ରୁତି ଦେଇ ପୂରଣ କରୁନାହାନ୍ତି ସରକାର
Tags:
ଖବର ଏବେ ଏବେ
Post a Comment