Header ADS

ବ୍ରିଜ ତଳକୁ ଓହଳି ରହିଛି ଯାତ୍ରୀବାହୀ ବସ, ଟଳିଲା ବଡ ଦୁର୍ଘଟଣା

 


ଓଡ଼ିଶା ଆଦର୍ଶ ଲାଇଭ ବ୍ୟୁରୋ, ୩/୧୦ :-  ଜାତମୁଣ୍ଡିଆ ସୁବର୍ଣ୍ଣପୁର ବ୍ରିଜ ଉପରେ  ଝୁଲିଲା ବସ୍ । ବସଟି ଅନୁଗୁଳରୁ ଭୁନେଶ୍ୱର ଯାଉଥିଲା। ଏହି ସମୟରେ ବସଟି ବ୍ରିଜ ତଳକୁ ଖସିବାରେ ଲାଗିଲା। ଭଗବାନଙ୍କ କୃପାରୁ ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ। ବସଟି ସମ୍ପୂର୍ଣ୍ଣ ଭାବରେ ନଖସି ଅଧାରେ ଝୁଲିରହିଥିଲା।  ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ବସରୁ ବାହାରି ଆସିଛନ୍ତି। ପରେ ସମସ୍ତେ ପହଞ୍ଚି ଗାଡିକୁ ବାହାର କରିବା ପାଇଁ ଲାଗିପଡିଥିବା ଦେଖିବାକୁ ମିଳିଛି।

Post a Comment

Previous Post Next Post
Header ADS