Header ADS

ପୁରୀ ବେଳାଭୂମିରେ ଖୋଲିବନି ମଦ ଦୋକାନ ।

 


ଭୁବନେଶ୍ବର, ୧୩/୯(ଓଡ଼ିଶା ଆଦର୍ଶ): ପୁରୀ ବେଳାଭୂମିରେ ଖୋଲିବନି ମଦ ଦୋକାନ। ଅବକାରୀ ନୀତିରେ ବଡ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର। ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ ଦୋକାନ ଖୋଲିବ ନାହିଁ। ଯେକୌଣସି ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ଖୋଲିବା ପାଇଁ ଲାଇସେନ୍ସ ମିଳିବନି। ଏହା ସହ ରାଜ୍ୟର ଅନ୍ୟ ଧାର୍ମିକ ଅନୁଷ୍ଠାନ ଅଞ୍ଚଳରେ ମଧ୍ୟ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Post a Comment

Previous Post Next Post
Header ADS