Header ADS

ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ଜଣେ ମାଓବାଦୀ ନିପାତ।

 ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ଜଣେ

 ମାଓବାଦୀ ନିପାତ। 



ବାଲିଗୁଡା,୨୫/୧୦(ସନ୍ଦୀପ କୁମାର ନାୟକ):କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତ ର ଶେଶାର  ଗାଁ ରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ଏସଓଜି, ଡିଭିଏଫ ଓ କେନ୍ଦ୍ରୀୟ ସୁରକ୍ଷା ବଳ ଙ୍କ ପକ୍ଷରୁ କୁମ୍ବିଂ ଅପରେସନ ବେଳେ ମୁହାଁମୁହିଁ ହୋଇଥିବା ସୂଚନା ରହିଛି । ଗୁଳି ବିନିମୟରେ ଜଣେ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ତେବେ ସର୍ଚ୍ଚ ଅପରେସନ ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ମଧ୍ୟ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।

Post a Comment

أحدث أقدم
Header ADS