Header ADS

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତି,ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

 ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତି,ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ



ରେମୁଣା,୧୧/୨(ଓଡ଼ିଶା ଆଦର୍ଶ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଭିଜିଲାନ୍ସ ପକ୍ଷରୁ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଉଛି। ଭୁବନେଶ୍ୱରର ତିନୋଟି ସ୍ଥାନ, ବାଲେଶ୍ବର କୁରୁଡା ଏବଂ ସୋରରେ ମଧ୍ୟ ଚଢ଼ାଉ ଚାଲିଛି।

ଭିଜିଲାନ୍ସ ପକ୍ଷରୁ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଉଛି। ଭୁବନେଶ୍ୱରର ତିନୋଟି ସ୍ଥାନ, ବାଲେଶ୍ବର କୁରୁଡା ଏବଂ ସୋରରେ ମଧ୍ୟ ଚଢ଼ାଉ ଚାଲିଛି। ବିଦ୍ୟାଧର ପତି ସପ୍ତାହକ ତଳେ କାର୍ଯ୍ୟରେ ଯୋଗ ଦେଇଥିଲେ ବିଦ୍ୟାଧର ପତି। ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଥିବାର ସୂଚନା ରହିଛି। ତେବେ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ। ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଥିବା ବେଳେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଥିବା କୁହାଯାଉଛି। ଏଥିସହ ତାଙ୍କର ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ଘରେ ଚଢ଼ାଉ ଚାଲିଥିବାର ସୂଚନା ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷାକୁ କରାଯାଇଛି।

ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଭିଜିଲାନ୍ସ ହାତରେ ଲାଗିଥିବାର ସୂଚନା ରହିଛି। ତେବେ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ। ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଥିବା ବେଳେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଥିବା କୁହାଯାଉଛି। ଏଥିସହ ତାଙ୍କର ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ଘରେ ଚଢ଼ାଉ ଚାଲିଥିବାର ସୂଚନା ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷାକୁ କରାଯାଇଛି।

Post a Comment

Previous Post Next Post
Header ADS