Header ADS

ପ୍ରଧାନମନ୍ତ୍ରୀ ଙ୍କ ୭୫ ତମ ଜନ୍ମଦିବସ ପାଳନ ଅବସରରେ ଦିବ୍ୟାଙ୍ଗ ଙ୍କୁ ଟ୍ରାଇ ସାଇକେଲ ଓ ଭତ୍ତା ପ୍ରଦାନ ପ୍ରଦାନ କଲେ ସାଂସଦ

 ପ୍ରଧାନମନ୍ତ୍ରୀ ଙ୍କ ୭୫ ତମ ଜନ୍ମଦିବସ ପାଳନ ଅବସରରେ ଦିବ୍ୟାଙ୍ଗ ଙ୍କୁ ଟ୍ରାଇ ସାଇକେଲ ଓ ଭତ୍ତା ପ୍ରଦାନ ପ୍ରଦାନ କଲେ ସାଂସଦ



ନୀଳଗିରି,୧୮/୯(ଓଡ଼ିଶା ଆଦର୍ଶ):ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀ ୭୫ ତମ ଜନ୍ମଦିବସ ଉପଲକ୍ଷେ ଦେଶବ୍ୟାପି ପାଳିତ ହେଉଥିବା ସେବା ପକ୍ଷ ଅବସରରେ  ମାନ୍ୟବର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନୀଳଗିରି ବ୍ଲକ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମ ରେ ଯୋଗ ଦେଇ, ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇ ସାଇକେଲ ଏବଂ ନୂତନ ହିତାଧିକାରୀ ଙ୍କୁ ଭତ୍ତା ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ନୀଳଗିରି ଉପଜିଲ୍ଲାପାଳ,ଡ.ମଧୁସ୍ମିତା ସାମନ୍ତରାୟ ଓ ନୀଳଗିରି ବ୍ଲକ ଉନ୍ନୟନ ଅଧିକାରୀ ବିକ୍ରମ କେଶରୀ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

Post a Comment

أحدث أقدم
Header ADS